ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଥେରୁବାଲି ସ୍ଥିତ ଇମ୍ଫା କାରଖାନାରେ ପୁଣି ଆନ୍ଦୋଳନ ତେଜିଲା। ଆଜି ସକାଳ ୮ଟାରୁ କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ସ୍ଥାନୀୟ ବାସିନ୍ଦା। ଇମ୍ଫା କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ଅବହେଳା ଅଭିଯୋଗ କରି ଆନ୍ଦୋଳନ ଚଳାଇଛନ୍ତି ସ୍ଥାନୀୟ ବାସିନ୍ଦା। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି।
ପୂର୍ବରୁ ଗତ ଏପ୍ରିଲ ୨୩ରେ ଦୀର୍ଘ ୧୮ ଦିନ ଧରି କମ୍ପାନୀ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଜିଲ୍ଲା ପ୍ରଶାସନ, କମ୍ପାନୀ କର୍ତ୍ତୃପକ୍ଷ ଓ ଶ୍ରମିକଙ୍କ ମଧ୍ୟରେ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନରୁ ଓହରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।