କଟକ( ଓଡ଼ିଶା ରିପୋର୍ଟର): OTET ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି। ଏପରି ଅଭିଯୋଗ ଆଣି କଟକ ବୋର୍ଡ ଅଫିସ ସମ୍ମୁଖରେ ଆଜି ଶତାଧିକ ପରୀକ୍ଷାର୍ଥୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ଏବିଭିପି କର୍ମୀ ମଧ୍ୟ ସାମିଲ ହୋଇଛନ୍ତି। ପୂର୍ବରୁ ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗରେ ପରୀକ୍ଷାର୍ଥୀ ମାଧ୍ୟମିକ ଶିକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲେ ।
ପ୍ରଶ୍ନପତ୍ରରେ ତ୍ରୁଟି ଦର୍ଶାଇ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ଦାବି କରିଥିଲେ। ଏହି ଦାବିସହ ପ୍ରତି ଉତ୍ତରଖାତା ପୁନଃମୂଲ୍ୟାୟନ ପାଇଁ ୫୦୦ ଟଙ୍କା ଦେୟ ଧାର୍ଯ୍ୟ ହୋଇଥିବାବେଳେ ଏହାକୁ ପ୍ରତ୍ୟାହାର କରିବାକୁ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।