OTET ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗରେ ବିକ୍ଷୋଭ

କଟକ( ଓଡ଼ିଶା ରିପୋର୍ଟର): OTET ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି। ଏପରି ଅଭିଯୋଗ ଆଣି କଟକ ବୋର୍ଡ  ଅଫିସ ସମ୍ମୁଖରେ ଆଜି ଶତାଧିକ ପରୀକ୍ଷାର୍ଥୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ଏବିଭିପି କର୍ମୀ ମଧ୍ୟ ସାମିଲ ହୋଇଛନ୍ତି। ପୂର୍ବରୁ ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗରେ ପରୀକ୍ଷାର୍ଥୀ ମାଧ୍ୟମିକ ଶିକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲେ । ପ୍ରଶ୍ନପତ୍ରରେ ତ୍ରୁଟି ଦର୍ଶାଇ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ଦାବି କରିଥିଲେ। ଏହି ଦାବିସହ ପ୍ରତି ଉତ୍ତରଖାତା ପୁନଃମୂଲ୍ୟାୟନ […]

otet-1

otet-1

Niharika Rout
  • Published: Monday, 14 October 2019
  • Updated: 14 October 2019, 02:38 PM IST

Sports

Latest News

କଟକ( ଓଡ଼ିଶା ରିପୋର୍ଟର): OTET ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି। ଏପରି ଅଭିଯୋଗ ଆଣି କଟକ ବୋର୍ଡ  ଅଫିସ ସମ୍ମୁଖରେ ଆଜି ଶତାଧିକ ପରୀକ୍ଷାର୍ଥୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ଏବିଭିପି କର୍ମୀ ମଧ୍ୟ ସାମିଲ ହୋଇଛନ୍ତି। ପୂର୍ବରୁ ପରୀକ୍ଷା ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗରେ ପରୀକ୍ଷାର୍ଥୀ ମାଧ୍ୟମିକ ଶିକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲେ ।

ପ୍ରଶ୍ନପତ୍ରରେ ତ୍ରୁଟି ଦର୍ଶାଇ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ଦାବି କରିଥିଲେ। ଏହି ଦାବିସହ ପ୍ରତି ଉତ୍ତରଖାତା ପୁନଃମୂଲ୍ୟାୟନ ପାଇଁ ୫୦୦ ଟଙ୍କା ଦେୟ ଧାର୍ଯ୍ୟ ହୋଇଥିବାବେଳେ ଏହାକୁ ପ୍ରତ୍ୟାହାର କରିବାକୁ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story