ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ପତ୍ନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ପତ୍ନୀ ସ୍ୱର୍ଗତ ମୀରା ବିଶ୍ୱାଳଙ୍କର ମରଶରୀର ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ, ବିଧାୟକ ପ୍ରତାପ ଜେନା, ଦେବାଶିଷ ସାମନ୍ତରାୟ ତାଙ୍କର ଶେଷ ଦର୍ଶନ କିରଥିଲେ। ସେହିଭଳି ପିସିସି ସଭାପତି ପ୍ରସାଦ ହରିଚନ୍ଦନ, କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା ପ୍ରମୁଖ ବହୁ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୀରା ବିଶ୍ୱାଳଙ୍କର […]

mira-biswal

Rakesh Mallick
  • Published: Tuesday, 22 December 2015
  • , Updated: 22 December 2015, 05:06 PM IST

ଭୁବନେଶ୍ୱର: ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ପତ୍ନୀ ସ୍ୱର୍ଗତ ମୀରା ବିଶ୍ୱାଳଙ୍କର ମରଶରୀର ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ, ବିଧାୟକ ପ୍ରତାପ ଜେନା, ଦେବାଶିଷ ସାମନ୍ତରାୟ ତାଙ୍କର ଶେଷ ଦର୍ଶନ କିରଥିଲେ। ସେହିଭଳି ପିସିସି ସଭାପତି ପ୍ରସାଦ ହରିଚନ୍ଦନ, କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା ପ୍ରମୁଖ ବହୁ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୀରା ବିଶ୍ୱାଳଙ୍କର ସୋମବାର ଭୋରରୁ ନୂଆଦିଲ୍ଲୀସ୍ଥିତ ସଫଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଥିଲା।

Related story