ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆତଙ୍କବାଦୀ ଆକ୍ରମଣରେ ସହିଦ୍ ହୋଇଥିବା ୪୦ ଜଣ ଯବାନଙ୍କ ଆତ୍ମାର ସଦଗତି ନିମନ୍ତେ ଆଜି ନାଲ୍କୋ କର୍ପୋରେଟ ଅଫିସରେ ଏକ ଶୋକସଭା ହୋଇଯାଇଛି। ଏଥିରେ ମାନ୍ୟତାପ୍ରାପ୍ତ କର୍ମଚାରୀ ସଂଘ "ନାଲକୋ ଏମ୍ପ୍ଲଇଜ୍ ଫୋରମ୍"ର ସମସ୍ତ ସଦସ୍ୟ, କାର୍ଯ୍ୟକର୍ତ୍ତା ଓ ନାଲ୍କୋର ସମସ୍ତ କର୍ମଚାରୀମାନେ ଯୋଗଦେଇ ସହିଦଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ଏହି ସମୟରେ ନାଲକୋ ଏମ୍ପ୍ଲଇଜ୍ ଫୋରମ୍ର ସାଧାରଣ ସମ୍ପାଦକ ପ୍ରଦୀପ୍ତ କିଶୋର ଦାସ ସମସ୍ତ କର୍ମଚାରୀଙ୍କ ତରଫରୁ ଅମର ଯବାନମାନଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି
ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବ।
Miscellaneous
‘ନୂଆବର୍ଷରେ ଫୁଲଟିଏ ବଦଳରେ ଗଛଟିଏ ଉପହାର ଦିଅନ୍ତୁ’
ଆଜି ବକୁଳ ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ‘ଫୁଲ ବଦଳରେ ଗଛଟିଏ’ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ପରିବେଶ ପାଇଁ ଗଛଟିଏର ପ୍ରମୁଖ ଭୂମିକା ରହିଛି। ଆଜିକାଲି ରାସ୍ତା ପ୍ରଶସ୍ତିକରଣ ଓ ବିଭିନ୍ନ ଉନ୍ନତିକରଣ ନାଁରେ ଅନେକ ବଡ଼ ବଡ଼ ଗଛକୁ କଟା ଯାଉଛି।
Politics
୪୮ଘଣ୍ଟା ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ଓ ଫସଲ କ୍ଷତିର ସଠିକ୍ ଆକଳନ କର: ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଚଳିତମାସ ୨୦ରୁ ୨୮ତାରିଖ ମଧ୍ୟରେ ରାଜ୍ୟରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ ।
Crime
୩ ମହିଳା ନକ୍ସଲ ଗିରଫ, ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କା ପୁରସ୍କାର
ଗିରଫ ସମସ୍ତ ନକ୍ସଲଙ୍କ ଘର ମାଲକାନଗିରି ଜିଲ୍ଲାରେ।