ଜଗତସିଂହପୁର: କଟକ ସିଡିଏ ସେକ୍ଟର ୧୧ରେ ଦୁଇଜଣ ଆଇନଜୀବିଙ୍କ ଘରୁ ଚୋରି ପରେ ପୁଣି ଜଣେ ବିଚାରପତିଙ୍କୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ।ଏଥର ଦୁର୍ବୃତ୍ତଙ୍କ ଶିକାର ହୋଇଛନ୍ତି ଭବାନୀପାଟଣା ଜେଏମଏଫସି ଶୋଭନ କାନୁନଗୋ। ବିଚାରପତି କାନୁନଗୋଙ୍କ ଜଗତସିଂହପୁର ଜିଲା ବାଲିକୁଦା ଥାନା କଣିଆ ଗାଁରେ ଥିବା ତାଙ୍କ ପୈତୃକ ଘରୁ ଏହି ଚୋରି ହୋଇଛି। ଦୁର୍ବୃତ୍ତମାନେ ରବିବାର ରାତିରେ ତାଙ୍କ ଘରେ ପଶି ୩୦ ହଜାର ଟଙ୍କା ୧୦ ଭରି ସୁନା ଗହଣା ଚୋରି କରିନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।