ପୂର୍ବତନ ବିଧାୟକ ପର୍ଶୁରାମ ପାଣିଗ୍ରାହୀଙ୍କ ପରଲୋକ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସିମୁଳିଆର ପୂର୍ବତନ ବିଧାୟକ  ପର୍ଶୁରାମ ପାଣିଗ୍ରାହୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେବ ସେପ୍ଟିସେମିଆରେ ଆକ୍ରାନ୍ତ ଥିଲେ। ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ଆଜି ୟୁନିଟ୍-୬ସ୍ଥିତ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ବିଜେଡିର ଅନେକ ବିଧାୟକ […]

parsuram panigrahi

parsuram panigrahi

Rakesh Mallick
  • Published: Tuesday, 02 June 2015
  • Updated: 02 June 2015, 02:18 PM IST

Sports

Latest News

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସିମୁଳିଆର ପୂର୍ବତନ ବିଧାୟକ  ପର୍ଶୁରାମ ପାଣିଗ୍ରାହୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେବ ସେପ୍ଟିସେମିଆରେ ଆକ୍ରାନ୍ତ ଥିଲେ। ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ଆଜି ୟୁନିଟ୍-୬ସ୍ଥିତ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ବିଜେଡିର ଅନେକ ବିଧାୟକ ମଧ୍ୟ ପଶୁର୍ରାମଙ୍କ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ। ଜନ୍ମମାଟି ସିମୁଳିଆର ମାର୍କୋଣାରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story