ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସିମୁଳିଆର ପୂର୍ବତନ ବିଧାୟକ ପର୍ଶୁରାମ ପାଣିଗ୍ରାହୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେବ ସେପ୍ଟିସେମିଆରେ ଆକ୍ରାନ୍ତ ଥିଲେ। ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ଆଜି ୟୁନିଟ୍-୬ସ୍ଥିତ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ବିଜେଡିର ଅନେକ ବିଧାୟକ ମଧ୍ୟ ପଶୁର୍ରାମଙ୍କ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ। ଜନ୍ମମାଟି ସିମୁଳିଆର ମାର୍କୋଣାରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।