ଖୋର୍ଦ୍ଧା-କେନ୍ଦୁଝରଗଡ଼ ପାସେଞ୍ଜର ହେବ ମେମୁ ଟ୍ରେନ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ମେମୁ ଟ୍ରେନ୍‌ ସେବାକୁ ବୃଦ୍ଧି କରାଯାଇଛି। ପୁରୀ-ଅନୁଗୋଳ ଯାଉଥିବା ମେମୁ ଟ୍ରେନର ବଗି ସଂଖ୍ୟାକୁ ବଢ଼ାଯାଇଛି। ଆସନ୍ତା ୧୧ ତାରିଖରୁ ପୁରୀ-ଅନୁଗୋଳ ମେମୁରେ ୧୬ଟି ବଗି ରହିବ। ଯାହା ରାଜ୍ୟର ସବୁଠାରୁ ଲମ୍ବା ମେମୁ ହେବ। ସେହିଭଳି ଖୋର୍ଦ୍ଧାରୁ କେନ୍ଦୁଝରଗଡ଼ ପାସେଞ୍ଜରକୁ ମଧ୍ୟ ମେମୁରେ ପରିବର୍ତ୍ତନ କରାଯାଇଛି। ଯାହା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ଏହି ଦୁଇଟି ଟ୍ରେନ ଦ୍ୱାରା ଅଧିକ ଯାତ୍ରୀ ଏଣିକି ଯାତାୟତ କରିପାରିବେ। ଏନେଇ ଆଜି […]

memo

memo

Manoranjan Sial
  • Published: Saturday, 08 February 2020
  • Updated: 08 February 2020, 03:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ମେମୁ ଟ୍ରେନ୍‌ ସେବାକୁ ବୃଦ୍ଧି କରାଯାଇଛି। ପୁରୀ-ଅନୁଗୋଳ ଯାଉଥିବା ମେମୁ ଟ୍ରେନର ବଗି ସଂଖ୍ୟାକୁ ବଢ଼ାଯାଇଛି। ଆସନ୍ତା ୧୧ ତାରିଖରୁ ପୁରୀ-ଅନୁଗୋଳ ମେମୁରେ ୧୬ଟି ବଗି ରହିବ। ଯାହା ରାଜ୍ୟର ସବୁଠାରୁ ଲମ୍ବା ମେମୁ ହେବ।

ସେହିଭଳି ଖୋର୍ଦ୍ଧାରୁ କେନ୍ଦୁଝରଗଡ଼ ପାସେଞ୍ଜରକୁ ମଧ୍ୟ ମେମୁରେ ପରିବର୍ତ୍ତନ କରାଯାଇଛି। ଯାହା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ଏହି ଦୁଇଟି ଟ୍ରେନ ଦ୍ୱାରା ଅଧିକ ଯାତ୍ରୀ ଏଣିକି ଯାତାୟତ କରିପାରିବେ। ଏନେଇ ଆଜି ବିଧିବଦ୍ଧ ଭାବେ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story