ପୁରୀକୁ ଆସିଲା ଲାଇନ୍; ପ୍ରଥମେ ବଡ଼ଦାଣ୍ଡକୁ ଦିଆଯିବ ବିଦ୍ୟୁତ୍ ସଂଯୋଗ

ପୁରୀ(ମଧୂସୁଦନ ମିଶ୍ର): ବାତ୍ୟା ‘ଫୋନି’ ମାଡ଼ ହେବାର ୧୨ ଦିନ ପରେ ପୁରୀ ସହରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ବାଲିଘାଟ ଗ୍ରୀଡ୍‌କୁ ବିଦ୍ୟୁତ୍‌ ସଂଯୋଗ କରାଯାଇଥିଲା। ଏହାପରେ ଆଜି ସକାଳେ ଶ୍ରୀରାମନଗର ସବ୍ ଷ୍ଟେସନକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି। ତେବେ କୌଣସି ଘରକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇ ନାହିଁ। ଆଜି ପ୍ରଥମେ ବଡ଼ଦାଣ୍ଡକୁ ବିଦ୍ୟୁତ୍ ସଂଯୋଗ ଦିଆଯିବ। ତା’ପରେ କଚେରୀ, ଅଠରନଳା, ଚାରିନଳା ଓ ବଳିଆପଣ୍ଡା ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆଯିବ ବୋଲି […]

puri

puri

Jitendra Garnayak
  • Published: Wednesday, 15 May 2019
  • Updated: 15 May 2019, 10:23 AM IST

Sports

Latest News

ପୁରୀ(ମଧୂସୁଦନ ମିଶ୍ର): ବାତ୍ୟା ‘ଫୋନି’ ମାଡ଼ ହେବାର ୧୨ ଦିନ ପରେ ପୁରୀ ସହରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ବାଲିଘାଟ ଗ୍ରୀଡ୍‌କୁ ବିଦ୍ୟୁତ୍‌ ସଂଯୋଗ କରାଯାଇଥିଲା। ଏହାପରେ ଆଜି ସକାଳେ ଶ୍ରୀରାମନଗର ସବ୍ ଷ୍ଟେସନକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି। ତେବେ କୌଣସି ଘରକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇ ନାହିଁ। ଆଜି ପ୍ରଥମେ ବଡ଼ଦାଣ୍ଡକୁ ବିଦ୍ୟୁତ୍ ସଂଯୋଗ ଦିଆଯିବ। ତା’ପରେ କଚେରୀ, ଅଠରନଳା, ଚାରିନଳା ଓ ବଳିଆପଣ୍ଡା ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆଯିବ ବୋଲି ଜଣାପଡ଼ିଛି।

ମେ’ ୩ରେ ପୁରୀରେ ସାମୁଦ୍ରିକ ଝଡ଼ ‘ଫୋନି’ ଲ୍ୟାଣ୍ଡଫଲ୍ କରିଥିଲା। ବର୍ଷା ସାଙ୍ଗକୁ ୨୪୦ କିଲୋମିଟରରୁ ଅଧିକ ବେଗରେ ପବନ ବହିଥିଲା। ଫଳରେ ପୂରା ସହର ଧ୍ୱସ୍ତ ବିଧ୍ୱସ୍ତ ହୋଇ ପଡ଼ିଥିଲା। ଶହ ଶହ ସଂଖ୍ୟାର ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିପଡ଼ିବା ସହ ତାର ଛିଣ୍ଡି ଯାଇଥିଲା। ଏଥିଯୋଗୁ ପୁରୀରେ ବିଦ୍ୟୁତ୍ ସେବା ସଂପୂର୍ଣ୍ଣ ବନ୍ଦ ହୋଇ ଯାଇଥିଲା। ବିଦ୍ୟୁତ୍ କର୍ମଚାରୀଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁ ୧୨ ଦିନ ପରେ ଗତକାଲି ବାଲିଘାଟ ଗ୍ରୀଡ୍‌କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା।

ତେବେ ବ୍ୟକ୍ତିଗତ ବିଜୁଳି ସଂଯୋଗ ନେଇ ବିଦ୍ୟୁତ୍ ବିଭାଗ ପକ୍ଷରୁ ଲୋକଙ୍କୁ ଧୈର୍ଯ୍ୟ ଧରିବାକୁ କୁହାଯାଇଛି। ତରବର ନ ହୋଇ ଘରକୁ ବିଦ୍ୟୁତ୍ ଯିବା ଯାଏ ଅପେକ୍ଷା କରିବାକୁ କହିଛନ୍ତି ସେସୁର ପୁରୀ ଡିଭିଜନ୍ ନିର୍ବାହୀ ଯନ୍ତ୍ରୀ। ସମସ୍ତ ଯାଞ୍ଚ ପରେ ଘରକୁ ବିଦ୍ୟୁତ୍ ଯୋଗାଣ କରାଯିବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story