ଗଜପତି ମହାରାଜାଙ୍କ ରେକର୍ଡ, ଛେରାପହଁରାକୁ ୫୦ ବର୍ଷ ପୂରିଲା

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି। ୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ  । ଉଚ୍ଚଶିକ୍ଷା ପାଇଁ ଆମେରିକାରେ ଥିବାରୁ ଛେରାପହଁରା କରିପାରିନଥିଲେ।  ଗଜପତି ମହାରାଜାଙ୍କୁ ଏବେ ୬୮ ବର୍ଷ  । ସୂଚନାଯୋଗ୍ୟ, ଆଜି ଜନ୍ମବେଦିରୁ […]

Puri gajapati maharaja

Puri gajapati maharaja

Niharika Rout
  • Published: Tuesday, 20 July 2021
  • Updated: 20 July 2021, 04:56 PM IST

Sports

Latest News

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି।

୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ  । ଉଚ୍ଚଶିକ୍ଷା ପାଇଁ ଆମେରିକାରେ ଥିବାରୁ ଛେରାପହଁରା କରିପାରିନଥିଲେ।  ଗଜପତି ମହାରାଜାଙ୍କୁ ଏବେ ୬୮ ବର୍ଷ  ।

ସୂଚନାଯୋଗ୍ୟ, ଆଜି ଜନ୍ମବେଦିରୁ  କର୍ମବେଦିକୁ  ବାହୁଡ଼ୁଛନ୍ତି ମହାବାହୁ। । ନବଦିନ ଯାତ୍ରା ସାରି ଆଜି ଶ୍ରୀମନ୍ଦିର ଫେରୁଛନ୍ତି ଶ୍ରୀଜିଉ। କରୋନା କଟକଣା ପାଇଁ ଏଥର ବି ବିନା ଭକ୍ତରେ ହେଉଛି ବାହୁଡ଼ା ଯାତ୍ରା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story