Advertisment

ଗଜପତି ମହାରାଜାଙ୍କ ରେକର୍ଡ, ଛେରାପହଁରାକୁ ୫୦ ବର୍ଷ ପୂରିଲା

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି। ୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ  । ଉଚ୍ଚଶିକ୍ଷା ପାଇଁ ଆମେରିକାରେ ଥିବାରୁ ଛେରାପହଁରା କରିପାରିନଥିଲେ।  ଗଜପତି ମହାରାଜାଙ୍କୁ ଏବେ ୬୮ ବର୍ଷ  । ସୂଚନାଯୋଗ୍ୟ, ଆଜି ଜନ୍ମବେଦିରୁ […]

ଅଦ୍ୟତନ ହୋଇଛି
ଗଜପତି ମହାରାଜାଙ୍କ ରେକର୍ଡ, ଛେରାପହଁରାକୁ ୫୦ ବର୍ଷ ପୂରିଲା

Puri gajapati maharaja

Advertisment

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି।

Advertisment

୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ  । ଉଚ୍ଚଶିକ୍ଷା ପାଇଁ ଆମେରିକାରେ ଥିବାରୁ ଛେରାପହଁରା କରିପାରିନଥିଲେ।  ଗଜପତି ମହାରାଜାଙ୍କୁ ଏବେ ୬୮ ବର୍ଷ  ।

ସୂଚନାଯୋଗ୍ୟ, ଆଜି ଜନ୍ମବେଦିରୁ  କର୍ମବେଦିକୁ  ବାହୁଡ଼ୁଛନ୍ତି ମହାବାହୁ। । ନବଦିନ ଯାତ୍ରା ସାରି ଆଜି ଶ୍ରୀମନ୍ଦିର ଫେରୁଛନ୍ତି ଶ୍ରୀଜିଉ। କରୋନା କଟକଣା ପାଇଁ ଏଥର ବି ବିନା ଭକ୍ତରେ ହେଉଛି ବାହୁଡ଼ା ଯାତ୍ରା।

Advertisment
Bahuda Yatra2021
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe