ଅଶ୍ଳୀଳ ଇଙ୍ଗିତ କରି ଛେଚା ଖାଇଲେ ଯୁବକ: ଭିଡିଓ ଭାଇରାଲ

ପୁରୀ: ମହଙ୍ଗା ପଡ଼ିଲା ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା। ବିଚ୍ ରାସ୍ତାରେ ନିର୍ଧୁମ ଛେଚା ଖାଇଲେ ଯୁବକ। ସୋସିଆଲ୍ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ୍ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଘଟଣାଟି ଘଟିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରେ। ଗତ ୨୯ ତାରିଖରେ ଯୁବକ ଜଣକ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଏହାର ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଯୁବତୀ ଯୁବକଙ୍କୁ ଉତ୍ତମ ମଧ୍ୟମ ଦେଇଥିଲେ। ଯୁବତୀଙ୍କ […]

puri

puri

Rakesh Mallick
  • Published: Monday, 02 October 2017
  • Updated: 02 October 2017, 09:55 AM IST

ପୁରୀ: ମହଙ୍ଗା ପଡ଼ିଲା ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା। ବିଚ୍ ରାସ୍ତାରେ ନିର୍ଧୁମ ଛେଚା ଖାଇଲେ ଯୁବକ। ସୋସିଆଲ୍ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ୍ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଘଟଣାଟି ଘଟିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରେ।

ଗତ ୨୯ ତାରିଖରେ ଯୁବକ ଜଣକ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଏହାର ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଯୁବତୀ ଯୁବକଙ୍କୁ ଉତ୍ତମ ମଧ୍ୟମ ଦେଇଥିଲେ। ଯୁବତୀଙ୍କ ଘର ସାତପଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ତେବେ ଯୁବକଙ୍କ ଘର ସ୍ଥାନୀୟ ଅଞ୍ଚଳରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story