ମଦର ଟେରେସାଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଞ୍ଜଳି

ପୁରୀ: ମଦର ଟେରେସାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆଜି ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଏହାକୁ ଦେଖିବାକୁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି।