ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୮ଜଣ ମନ୍ତ୍ରୀ ଯଥା ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ , ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ସମୀର ଦାଶ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁଶାନ୍ତ ସିଂ ଓ ଅରୁଣ ସାହୁ ଆରୋଗ୍ୟ ହୋଇଛନ୍ତି। ସୂଚନାଯୋଗ୍ୟ, ବିଧାୟକଙ୍କ ମଧ୍ୟରେ ବିଜେପି […]

jayant-sadangi

jayant-sadangi

Manoranjan Sial
  • Published: Thursday, 17 September 2020
  • Updated: 17 September 2020, 06:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୮ଜଣ ମନ୍ତ୍ରୀ ଯଥା ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ , ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ସମୀର ଦାଶ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁଶାନ୍ତ ସିଂ ଓ ଅରୁଣ ସାହୁ ଆରୋଗ୍ୟ ହୋଇଛନ୍ତି।

ସୂଚନାଯୋଗ୍ୟ, ବିଧାୟକଙ୍କ ମଧ୍ୟରେ ବିଜେପି ବିଧାୟକ ସୁକାନ୍ତ ନାୟକ, ବିଜେଡି ବିଧାୟକ ପ୍ରଶାନ୍ତ ବେହେରା ଓ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରୁ ସୁସ୍ଥ ହୋଇଥିବାବେଳେ ବିଧାୟକ ପ୍ରଭୁ ଜାନି, ଭାଗିରଥୀ ସେଠୀ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁଧାଂଶୁ ଶେଖର ପରିଡ଼ା, ଶ୍ରୀକାନ୍ତ ସାହୁ, ସୁନନ୍ଦା ଦାସ, ସଞ୍ଜିବ ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ଅନନ୍ତ ନାରାୟଣ ଜେନା, ପୀତମ ପାଢ଼ୀ, ସଦାଶିବ ପ୍ରଧାନୀ, ଶଶୀଭୂଷଣ ବେହେରା, ବିକ୍ରମ ପଣ୍ଡା, ବ୍ରଜକିଶୋର ପ୍ରଧାନ,ସୁଧୀର ସାମଲ, ସରୋଜ ମେହେର, ପ୍ରଦୀପ ଅମାତ୍ ଏବେ ଗୃହ ସଙ୍ଗେରୋଧରେ ଚିକିତ୍ସାଧୀନ ଅଛନ୍ତି।

ଏମାନଙ୍କ ବ୍ୟତୀତ ବିଜେଡିର ଦୁଇ ସାଂସଦ ରମେଶ ମାଝୀ ଓ ମଞ୍ଜୁଲତା ମଣ୍ଡଳ ଏବଂ ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story