‘ମୋ ଭାଗ୍ୟ ଜଗନ୍ନାଥଙ୍କୁ ସ୍ପର୍ଶ କଲି’ | Odisha Reporter
ନବଯୌବନ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମହାପ୍ରଭୁଙ୍କ ନବଯୌବନ ବେଶ ଦେଖି ଭାବବିହ୍ଵଳ ହେଲେ ଭକ୍ତ। ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
