Advertisment

‘ମୋ ଭାଗ୍ୟ ଜଗନ୍ନାଥଙ୍କୁ ସ୍ପର୍ଶ କଲି’

ନବଯୌବନ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମହାପ୍ରଭୁଙ୍କ ନବଯୌବନ ବେଶ ଦେଖି ଭାବବିହ୍ଵଳ ହେଲେ ଭକ୍ତ।

Advertisment

ନବଯୌବନ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମହାପ୍ରଭୁଙ୍କ ନବଯୌବନ ବେଶ ଦେଖି ଭାବବିହ୍ଵଳ ହେଲେ ଭକ୍ତ। ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି ।

Advertisment
Odisha Ratha Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe