ଦୁର୍ଘଟଣାରେ ୨ ମୃତ, ଜଣେ ଗୁରୁତର

ପିପିଲି: ଆଜି ସକାଳେ ଭୁବନେଶ୍ୱର-ପୁରୀ ରାସ୍ତାର ସାତଶଙ୍ଖ ନିକଟରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପଶ୍ଚିମବଙ୍ଗରୁ ଆସୁଥିବା ଏକ ବେଙ୍ଗଲୀ ପରିବାର ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଯାଉଥିଲେ। ତେବେ ସେମାନଙ୍କ କାରଟି ସାତଶଙ୍ଖ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ବାପ, ମା’ ଓ ପୁଅ ଗୁରୁତର ଆହତ ହୋଇଥିଲେ। ସାତଶଙ୍ଖ ଫାଣ୍ଡି ପୋଲିସ୍‌ […]

pipili accident

pipili accident

Rakesh Mallick
  • Published: Wednesday, 04 January 2017
  • Updated: 04 January 2017, 05:15 PM IST

Sports

Latest News

ପିପିଲି: ଆଜି ସକାଳେ ଭୁବନେଶ୍ୱର-ପୁରୀ ରାସ୍ତାର ସାତଶଙ୍ଖ ନିକଟରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

ପଶ୍ଚିମବଙ୍ଗରୁ ଆସୁଥିବା ଏକ ବେଙ୍ଗଲୀ ପରିବାର ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଯାଉଥିଲେ। ତେବେ ସେମାନଙ୍କ କାରଟି ସାତଶଙ୍ଖ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ବାପ, ମା’ ଓ ପୁଅ ଗୁରୁତର ଆହତ ହୋଇଥିଲେ। ସାତଶଙ୍ଖ ଫାଣ୍ଡି ପୋଲିସ୍‌ ଓ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ବାପ ଓ ପୁଅର ମୃତ୍ୟୁ ଘଟିଥିବା ବେଳେ ମା’ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story