ପୁରୀ: ଘୋଷଯାତ୍ରା ପ୍ରସ୍ତୁତି ପାଇଁ ଆଜି ବସିବ ସ୍ୱତନ୍ତ୍ର ସମନ୍ୱୟ ସମୀକ୍ଷା ବୈଠକ

ପୁରୀ: ଶ୍ରୀଜିଉଙ୍କ ଘୋଷଯାତ୍ରା ପ୍ରସ୍ତୁତି ପାଇଁ ଆଜି ସ୍ୱତନ୍ତ୍ର ସମନ୍ୱୟ ସମୀକ୍ଷା ବୈଠକ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଆଜିର ବୈଠକରେ ସ୍ୱାସ୍ଥ୍ୟ, ପରିମଳ, ସୁରକ୍ଷା ଓ ଗମନାଗମନ ନେଇ ବିଶେଷ ଆଲୋଚନା କରାଯିବ। ପୁରୀ ଗୋପବନ୍ଧୁ ଆୟୁର୍ବେଦିକ କଲେଜ ପରିସରରେ ହେବାକୁ ଥିବା ବୈଠକରେ ବିଭାଗୀୟ ମନ୍ତ୍ରୀ, ସଚିବ, ସେବାୟତ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥା […]

puri temple

puri temple

Rakesh Mallick
  • Published: Tuesday, 28 June 2016
  • Updated: 28 June 2016, 10:23 AM IST

Sports

Latest News

ପୁରୀ: ଶ୍ରୀଜିଉଙ୍କ ଘୋଷଯାତ୍ରା ପ୍ରସ୍ତୁତି ପାଇଁ ଆଜି ସ୍ୱତନ୍ତ୍ର ସମନ୍ୱୟ ସମୀକ୍ଷା ବୈଠକ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଆଜିର ବୈଠକରେ ସ୍ୱାସ୍ଥ୍ୟ, ପରିମଳ, ସୁରକ୍ଷା ଓ ଗମନାଗମନ ନେଇ ବିଶେଷ ଆଲୋଚନା କରାଯିବ। ପୁରୀ ଗୋପବନ୍ଧୁ ଆୟୁର୍ବେଦିକ କଲେଜ ପରିସରରେ ହେବାକୁ ଥିବା ବୈଠକରେ ବିଭାଗୀୟ ମନ୍ତ୍ରୀ, ସଚିବ, ସେବାୟତ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ୱରୂପ ୯ଜଣ ବିଜେପି ଓ ୪ ଜଣ କଂଗ୍ରେସ କର୍ମୀଙ୍କୁ ପୋଲିସ୍ ଅଟକ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story