ଗୁମର ଥିଲା କି ହଜିଗଲା ଫାଇଲ୍ ?| Odisha Reporter
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚର୍ତୁପାଶ୍ୱର୍ରେ ଭଙ୍ଗାଗଢ଼ା କରି ସୌନ୍ଦର୍ଯ୍ୟକରଣ ମାଧ୍ୟମରେ ବିଶ୍ୱସ୍ତରୀୟ ଐତିହ୍ୟ ସ୍ଥଳୀ କରିବାର ପ୍ରଚାରରେ ମସଗୁଲ ରାଜ୍ୟ ସରକାରଙ୍କ ପରିଚାଳନାଗତ ତ୍ରୁଟି ଏବେ ପଦାରେ ପଡ଼ିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାରର ଚାବିକୁ ହଜାଇ ଦେଇଥିବା ରାଜ୍ୟ ପ୍ରଶାସନ ଏବେ ଶ୍ରୀମନ୍ଦିରର ୨ଟି ଗୁରୁତ୍ୱପୂର୍ଣ୍ଣ ଫାଇଲକୁ ହଜାଇ ଦେଇଛନ୍ତି । ଜଗନ୍ନାଥ ମନ୍ଦିର ପ୍ରଶାସନର ଉକ୍ତ ଦୁଇଟି ଫାଇଲକୁ ଖୋଜିବା ପାଇଁ ଆଇନ ବିଭାଗର ଉପସଚିବ ବିଭାଗୀୟ ସମସ୍ତ ଶାଖାକୁ ଚିଠି ଲେଖାଯିବା ପରେ ଏହି ସଙ୍ଗୀନ ତଥ୍ୟ ପଦାକୁ ଆସିଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
