ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇବା ପାଇଁ ପୁରୀ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା। ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।
ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ। ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ମାନି ଦାହ ସଂସ୍କାର କରାଯିବ। କୋଭିଡ ସ୍ଥିତିକୁ ଦେଖି ସେପ୍ଟେମ୍ବର ୩୦ ଯାଏ ଏହି କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।
Sports
ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର
ଆଜିର ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ଯୋଗ ଦେଇ ଏହି ଅର୍ଥ ପୁରସ୍କାର ପ୍ରଦାନ କରିଥିବା ଜଣାପଡ଼ିଛି ।
Miscellaneous
ମନ୍ତ୍ରୀଙ୍କ ପାଇଁ ହାତଖୋଲା, କର୍ମଚାରୀଙ୍କୁ ମନା: ଆଉ ମିଳିବନି ପ୍ରଶିକ୍ଷଣ ଭତ୍ତା
ଆଜି ଅର୍ଥ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରଙ୍କ ସମସ୍ତ ପ୍ରଶିକ୍ଷଣ କେନ୍ଦ୍ରରେ କାର୍ଯ୍ୟରତ ଅଫିସର ଓ କର୍ମଚାରୀଙ୍କୁ ମିଳୁଥିବା ପ୍ରଶିକ୍ଷଣ ଓ ଅନ୍ୟାନ୍ୟ ଅତିରିକ୍ତ ଭତ୍ତାକୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନିଆଯାଇଛି ।
Miscellaneous
ସମ୍ବଲପୁରରେ ବାଣଫୁଟାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣା, ଗୁରୁତର ଆହତଙ୍କ ମୃତ୍ୟୁପରେ କ୍ଷେତରାଜପୁର ଅଞ୍ଚଳରେ ଉତ୍ତେଜନା
ଦୀପାବଳି ପରଦିନ ଅର୍ଥାତ୍ ୧ ତାରିଖ ରାତିରେ ସହରର ମୁଙ୍ଗାପଡ଼ା ଓ ଷ୍ଟେସନପଡ଼ା ମଧ୍ୟରେ ବାଣଫୁଟାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା।