Advertisment

ପହିଲା ଯାଏଁ ସ୍ୱର୍ଗଦ୍ୱାରକୁ ଆସିବନି ବାହାର ଶବ

ପୁରୀ (ଓଡ଼ିଶା ରିପୋର୍ଟର):  ପୁରୀ ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇବା ପାଇଁ ପୁରୀ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା।  ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ […]

ପହିଲା ଯାଏଁ ସ୍ୱର୍ଗଦ୍ୱାରକୁ ଆସିବନି ବାହାର ଶବ

shaba

Advertisment

ପୁରୀ (ଓଡ଼ିଶା ରିପୋର୍ଟର):  ପୁରୀ ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇବା ପାଇଁ ପୁରୀ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା।  ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।

Advertisment

ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ। ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ମାନି ଦାହ ସଂସ୍କାର କରାଯିବ। କୋଭିଡ ସ୍ଥିତିକୁ ଦେଖି ସେପ୍ଟେମ୍ବର ୩୦ ଯାଏ ଏହି କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe