ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରକୁ ମିଳିବ ପାଞ୍ଚ ହଜାର ଟଙ୍କାର ସହାୟତା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।
ସେବାୟତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ଟଙ୍କା ଟ୍ରାନ୍ସଫର କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି ।
ଲକ୍ଡାଉନ୍ ପାଇଁ ଅନ୍ୟ ଧର୍ମସ୍ଥଳୀ ଭଳି ଶ୍ରୀମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ଏହାଦ୍ୱାରା ସେବାୟତ ପରିବାରର ଆର୍ଥିକ ସ୍ଥିତି ବିଗିଡ଼ିଥିବାରୁ ସେମାନଙ୍କ ପରିବାରକୁ ଏହି ସହାୟତା ଦିଆଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।