Advertisment

ପ୍ରତି ସେବାୟତ ପରିବାରକୁ ୫ ହଜାର ଟଙ୍କା ଦେବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରକୁ ମିଳିବ ପାଞ୍ଚ ହଜାର ଟଙ୍କାର ସହାୟତା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ସେବାୟତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ଟଙ୍କା ଟ୍ରାନ୍ସଫର କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି । ଲକ୍‌ଡାଉନ୍‌ ପାଇଁ ଅନ୍ୟ ଧର୍ମସ୍ଥଳୀ ଭଳି ଶ୍ରୀମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ମହାପ୍ରଭୁଙ୍କ ଦର୍ଶନ […]

ରଥ କାମରେ ନିୟୋଜିତ ସେବାୟତଙ୍କର ହେବ କରୋନା ଟେଷ୍ଟ

puri

Advertisment

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରକୁ ମିଳିବ ପାଞ୍ଚ ହଜାର ଟଙ୍କାର ସହାୟତା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

Advertisment

ସେବାୟତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ଟଙ୍କା ଟ୍ରାନ୍ସଫର କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି ।

ଲକ୍‌ଡାଉନ୍‌ ପାଇଁ ଅନ୍ୟ ଧର୍ମସ୍ଥଳୀ ଭଳି ଶ୍ରୀମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ଏହାଦ୍ୱାରା ସେବାୟତ ପରିବାରର ଆର୍ଥିକ ସ୍ଥିତି ବିଗିଡ଼ିଥିବାରୁ ସେମାନଙ୍କ ପରିବାରକୁ ଏହି ସହାୟତା ଦିଆଯାଉଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe