ସ୍ନାନ ବେଦୀକୁ ଚଢିବା ଅଭିଯୋଗରେ ବିଧାୟକଙ୍କୁ ନୋଟିସ ପ୍ରସଙ୍ଗ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ୟୁ-ଟର୍ଣ୍ଣ

ପୁରୀ(ଓଡ଼ିଶା ରିପୋର୍ଟର):ସ୍ନାନବେଦୀ ଦିନ ବ୍ୟବସ୍ଥାବଳୀ ଉଲ୍ଲଂଘନ ନେଇ ବିଧାୟକଙ୍କୁ ନୋଟିସ ପ୍ରସଙ୍ଗରେ ୟୁ ଟର୍ଣ୍ଣ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏ ସର୍ମ୍ପକରେ ଗଣମାଧ୍ୟମ ପ୍ରତିନିଧଙ୍କ ପ୍ରଶ୍ନକୁ ଏଡାଇଦେଇ ବିଧାୟକଙ୍କୁ ନୋଟିସ ଜାରି କରାଯାଇ ନଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର। ଭକ୍ତ ଜୟନ୍ତ କୁମାର ଷଡଙ୍ଗୀଙ୍କୁ ନୋଟିସ୍ କରାଯାଇଛି, ବିଧାୟକ ଶବ୍ଦ ବ୍ୟବହାର କରାଯାଇନାହିଁ। ଗଣମାଧ୍ୟମରେ ସେ ମଧ୍ୟ ତାଙ୍କର ଭୁଲ ସ୍ୱୀକାର କରିଛନ୍ତି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଧୀରେ ଧୀରେ […]

52

52

Tapas Behera
  • Published: Sunday, 30 June 2019
  • Updated: 30 June 2019, 06:53 PM IST

ପୁରୀ(ଓଡ଼ିଶା ରିପୋର୍ଟର):ସ୍ନାନବେଦୀ ଦିନ ବ୍ୟବସ୍ଥାବଳୀ ଉଲ୍ଲଂଘନ ନେଇ ବିଧାୟକଙ୍କୁ ନୋଟିସ ପ୍ରସଙ୍ଗରେ ୟୁ ଟର୍ଣ୍ଣ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏ ସର୍ମ୍ପକରେ ଗଣମାଧ୍ୟମ ପ୍ରତିନିଧଙ୍କ ପ୍ରଶ୍ନକୁ ଏଡାଇଦେଇ ବିଧାୟକଙ୍କୁ ନୋଟିସ ଜାରି କରାଯାଇ ନଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର।

ଭକ୍ତ ଜୟନ୍ତ କୁମାର ଷଡଙ୍ଗୀଙ୍କୁ ନୋଟିସ୍ କରାଯାଇଛି, ବିଧାୟକ ଶବ୍ଦ ବ୍ୟବହାର କରାଯାଇନାହିଁ। ଗଣମାଧ୍ୟମରେ ସେ ମଧ୍ୟ ତାଙ୍କର ଭୁଲ ସ୍ୱୀକାର କରିଛନ୍ତି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଧୀରେ ଧୀରେ ଏଭଳି ସିସିଟିଭି ଯାଞ୍ଚ କରାଯାଇ ନୋଟିସ ଜାରି ହେବା ଦ୍ୱାରା ବିଭ୍ରାଟ ଓ ବିଶୃଙ୍ଖଳା କମୁଛି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos