ପୁରୀ(ଓଡ଼ିଶା ରିପୋର୍ଟର):ସ୍ନାନବେଦୀ ଦିନ ବ୍ୟବସ୍ଥାବଳୀ ଉଲ୍ଲଂଘନ ନେଇ ବିଧାୟକଙ୍କୁ ନୋଟିସ ପ୍ରସଙ୍ଗରେ ୟୁ ଟର୍ଣ୍ଣ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏ ସର୍ମ୍ପକରେ ଗଣମାଧ୍ୟମ ପ୍ରତିନିଧଙ୍କ ପ୍ରଶ୍ନକୁ ଏଡାଇଦେଇ ବିଧାୟକଙ୍କୁ ନୋଟିସ ଜାରି କରାଯାଇ ନଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର।
ଭକ୍ତ ଜୟନ୍ତ କୁମାର ଷଡଙ୍ଗୀଙ୍କୁ ନୋଟିସ୍ କରାଯାଇଛି, ବିଧାୟକ ଶବ୍ଦ ବ୍ୟବହାର କରାଯାଇନାହିଁ। ଗଣମାଧ୍ୟମରେ ସେ ମଧ୍ୟ ତାଙ୍କର ଭୁଲ ସ୍ୱୀକାର କରିଛନ୍ତି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଧୀରେ ଧୀରେ ଏଭଳି ସିସିଟିଭି ଯାଞ୍ଚ କରାଯାଇ ନୋଟିସ ଜାରି ହେବା ଦ୍ୱାରା ବିଭ୍ରାଟ ଓ ବିଶୃଙ୍ଖଳା କମୁଛି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।