ପୁରୀ (ଓଡ଼ିଶା ରିପୋର୍ଟର): ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି।
ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତାମାସର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀ ମନ୍ଦିର ଖୋଲିବାକୁ ଯୋଜନା ରହିଛି। ତା'ପୂର୍ବରୁ ଭକ୍ତମାନଙ୍କ ପାଇଁ ସ୍ବତନ୍ତ୍ର ଏସ୍ଓପି ପ୍ରସ୍ତୁତ କରାଯିବ।
କାରୋନା କଟକଣା ଯୋଗୁ ରାଜ୍ୟର ଅନ୍ୟାନ୍ୟ ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ଭଳି ଶ୍ରୀ ମନ୍ଦିର ମଧ୍ୟ ସାଧାରଣ ଭକ୍ତମାନଙ୍କ ପାଇଁ ବନ୍ଦ ରହିଛି। ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ମନ୍ଦିରର ପୂଜକମାନେ ଘଣ୍ଟଘଣ୍ଟା ବଜାଇ ପୂର୍ବରୁ ବହୁବାର ମନ୍ଦିର ଖୋଲିବା ପାଇଁ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।