ଡିସେମ୍ବରରେ ଖୋଲିପାରେ ଶ୍ରୀମନ୍ଦିର

ପୁରୀ (ଓଡ଼ିଶା ରିପୋର୍ଟର): ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତାମାସର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀ ମନ୍ଦିର ଖୋଲିବାକୁ ଯୋଜନା ରହିଛି।  ତା’ପୂର୍ବରୁ ଭକ୍ତମାନଙ୍କ ପାଇଁ ସ୍ବତନ୍ତ୍ର ଏସ୍ଓପି ପ୍ରସ୍ତୁତ କରାଯିବ। କାରୋନା କଟକଣା ଯୋଗୁ ରାଜ୍ୟର ଅନ୍ୟାନ୍ୟ ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ଭଳି ଶ୍ରୀ ମନ୍ଦିର ମଧ୍ୟ ସାଧାରଣ ଭକ୍ତମାନଙ୍କ ପାଇଁ ବନ୍ଦ ରହିଛି। ଅନ୍ୟପକ୍ଷରେ […]

puri

puri

Jitendra Garnayak
  • Published: Tuesday, 24 November 2020
  • Updated: 24 November 2020, 02:41 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତାମାସର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀ ମନ୍ଦିର ଖୋଲିବାକୁ ଯୋଜନା ରହିଛି।  ତା'ପୂର୍ବରୁ ଭକ୍ତମାନଙ୍କ ପାଇଁ ସ୍ବତନ୍ତ୍ର ଏସ୍ଓପି ପ୍ରସ୍ତୁତ କରାଯିବ।

କାରୋନା କଟକଣା ଯୋଗୁ ରାଜ୍ୟର ଅନ୍ୟାନ୍ୟ ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ଭଳି ଶ୍ରୀ ମନ୍ଦିର ମଧ୍ୟ ସାଧାରଣ ଭକ୍ତମାନଙ୍କ ପାଇଁ ବନ୍ଦ ରହିଛି। ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ମନ୍ଦିରର ପୂଜକମାନେ ଘଣ୍ଟଘଣ୍ଟା ବଜାଇ ପୂର୍ବରୁ ବହୁବାର ମନ୍ଦିର ଖୋଲିବା ପାଇଁ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story