ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ରାମନବମୀ। ଏହି ଅବସରରେ ଶ୍ରୀଜିଉଙ୍କ ରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସାଧାରଣ ଦର୍ଶକ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ତେଣୁ ଆଜି ଅପରାହ୍ନ ୩ଟାରୁ ରାତି ୮ ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।