ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ଦର୍ଶନ।

ବନକ ଲାଗିର ଅର୍ଥ ହେଉଛି ଶ୍ରୀବିଗ୍ରହମାନଙ୍କୁ ବର୍ଣ୍ଣ-କରିବା ବା ରଙ୍ଗ କରିବା। ଏହାକୁ ଶ୍ରୀମନ୍ଦିରର ପାରମ୍ପରିକ ଭାଷାରେ ‘ବନକଲାଗି’ ବୋଲି କୁହାଯାଏ। ଛତିଶାନିଯୋଗ ସେବାକାରୀଙ୍କ ମଧ୍ୟରୁ ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି। ରୂପା ପିଙ୍ଗଣ ବା ବଟାରେ ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଏହି ନୀତି ସମ୍ପନ୍ନ ହୋଇଥାଏ। ବନକଲାଗି ସମୟରେ ଅନ୍ୟ କୌଣସି ନୀତି ପାଳନ ହୋଇ ନ ଥାଏ । ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନକୁ ମଧ୍ୟ ବନ୍ଦ କରିଦିଆ ଯାଇଥାଏ।

Ordigital Desk
• Published: Thursday, 10 May 2018
• Updated: 10 May 2018, 11:20 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ଦର୍ଶନ।

ବନକ ଲାଗିର ଅର୍ଥ ହେଉଛି ଶ୍ରୀବିଗ୍ରହମାନଙ୍କୁ ବର୍ଣ୍ଣ-କରିବା ବା ରଙ୍ଗ କରିବା। ଏହାକୁ ଶ୍ରୀମନ୍ଦିରର ପାରମ୍ପରିକ ଭାଷାରେ ‘ବନକଲାଗି’ ବୋଲି କୁହାଯାଏ। ଛତିଶାନିଯୋଗ ସେବାକାରୀଙ୍କ ମଧ୍ୟରୁ ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି। ରୂପା ପିଙ୍ଗଣ ବା ବଟାରେ ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଏହି ନୀତି ସମ୍ପନ୍ନ ହୋଇଥାଏ। ବନକଲାଗି ସମୟରେ ଅନ୍ୟ କୌଣସି ନୀତି ପାଳନ ହୋଇ ନ ଥାଏ । ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନକୁ ମଧ୍ୟ ବନ୍ଦ କରିଦିଆ ଯାଇଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos