ଶ୍ରୀମନ୍ଦିରରେ ଆଜି ୫ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଜିଉଙ୍କ ବନକଲାଗି ନୀତି ବନ୍ଦ ରହିବ।  ଆଜି ଅପରାହ୍ନ ସାଢେ ୩ଟାରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।

puritemple

Rakesh Mallick
  • Published: Thursday, 08 March 2018
  • , Updated: 08 March 2018, 10:03 AM IST

Related story