କାଲିଠୁ କାଳିଆ ଦର୍ଶନ; କିଏ ଦେଖାଇବ ଆଧାର କାର୍ଡ ତ କିଏ ଦେଖାଇବ ଆରଟିପିସିଆର ରିପୋର୍ଟ

ପୁରୀ(ଓଡ଼ିଶା  ରିପୋର୍ଟର): ପୁରୀ ଶ୍ରୀମନ୍ଦିର ଖୋଲିବା ପାଇଁ ନୂଆ SOP ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ ।  ନୂଆ ଏସ୍ଓପି ଅନୁଯାୟୀ, ଆଧାର କାର୍ଡ ଦେଖାଇ ପୁରୀବାସୀ  କାଳିଆ ଦର୍ଶନ କରିବା ନିମନ୍ତେ ବ୍ୟବସ୍ଥା ହୋଇଥିବା ବେଳେ ବାହାର ଲୋକଙ୍କ ପାଇଁ ଆରଟିପିସିଆର ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି।  ଜଗନ୍ନାଥ ସମସ୍ତ ଜଗତର ଠାକୁର ହୋଇଥିବା ବେଳେ ତାଙ୍କ ଦର୍ଶନ ନିମନ୍ତେ ଏପରି ଭିନ୍ନ ଭିନ୍ନ ନିୟମକୁ  ନେଇ ଦେଖାଦେଇଛି ଦ୍ୱନ୍ଦ୍ୱ । ନୂଆ ଏସ୍ଓପି ଅନୁସାରେ, ଆସନ୍ତା […]

Puri

Puri

Niharika Rout
  • Published: Wednesday, 11 August 2021
  • Updated: 11 August 2021, 03:14 PM IST

Sports

Latest News

ପୁରୀ(ଓଡ଼ିଶା  ରିପୋର୍ଟର): ପୁରୀ ଶ୍ରୀମନ୍ଦିର ଖୋଲିବା ପାଇଁ ନୂଆ SOP ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ ।  ନୂଆ ଏସ୍ଓପି ଅନୁଯାୟୀ, ଆଧାର କାର୍ଡ ଦେଖାଇ ପୁରୀବାସୀ  କାଳିଆ ଦର୍ଶନ କରିବା ନିମନ୍ତେ ବ୍ୟବସ୍ଥା ହୋଇଥିବା ବେଳେ ବାହାର ଲୋକଙ୍କ ପାଇଁ ଆରଟିପିସିଆର ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି।  ଜଗନ୍ନାଥ ସମସ୍ତ ଜଗତର ଠାକୁର ହୋଇଥିବା ବେଳେ ତାଙ୍କ ଦର୍ଶନ ନିମନ୍ତେ ଏପରି ଭିନ୍ନ ଭିନ୍ନ ନିୟମକୁ  ନେଇ ଦେଖାଦେଇଛି ଦ୍ୱନ୍ଦ୍ୱ ।

ନୂଆ ଏସ୍ଓପି ଅନୁସାରେ, ଆସନ୍ତା କାଲିଠାରୁ ୨ ଦିନ ଅର୍ଥାତ୍ ୧୨ ଓ ୧୩ ତାରିଖ ଦୁଇ ଦିନ କେବଳ ସେବାୟତ ପରିବାର ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ । ସେମାନେ ଯେ କୌଣସି ଦ୍ୱାର ଦେଇ ନିଜ ପରିଚୟପତ୍ର କିମ୍ବା ବୀମା କାର୍ଡ ଦେଖାଇ ଯାଇପାରିବେ ।

ପୁରୀ ବାସିନ୍ଦାଙ୍କ ପାଇଁ ଆସନ୍ତା ୧୬ ରୁ ୨୦ ତାରିଖ ପର୍ଯ୍ୟନ୍ତ ଏବଂ ୨୩ରୁ ସର୍ବସାଧାରଣ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ଶ୍ରୀମନ୍ଦିର ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏସଓପି ଅନୁଯାୟୀ ପୁରୀ ସହରବାସୀ ନିଜର ଆଧାରକାର୍ଡ କିମ୍ବା ଭୋଟ ପରିଚୟ ପତ୍ର  ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।

କିନ୍ତୁ ୨୩  ତାରିଖଠାରୁ ଆରମ୍ଭ ହେଉଥିବା ସର୍ବସାଧାରଣ ଭକ୍ତଙ୍କ ପାଇଁ ୯୬ ଘଣ୍ଟା ପୂର୍ବର ଆରଟିପିସିଆର ରିପୋର୍ଟ କିମ୍ବା ଦୁଇଟି ଡୋଜ ଟିକା ନେଇଥିବାର ପ୍ରମାଣ ପତ୍ର ଦେଖାଇ ଦର୍ଶନ କରିବେ । ପୂର୍ବରୁ ଥିବା ଏସଓପିର ସମସ୍ତ ନିୟମାବଳୀକୁ ଅନୁକରଣ କରାଯିବ।

ଭକ୍ତମାନେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କରିପାରିବେ ନାହିଁ । ମହାପ୍ରସାଦ ବାହାରକୁ ନେଇ ସେବନ କରିପାରିବେ । ଭକ୍ତଙ୍କୁ ଯାଞ୍ଚ କରିବା ପାଇଁ କିଓସ୍କୋ ବ୍ୟବସ୍ଥା କରାଯାଇ ଶ୍ରୀମନ୍ଦିରକୁ ପ୍ରବେଶର ସୁଯୋଗ ଦିଆଯିବ । ଭକ୍ତମାନେ ସିଂହ ଦ୍ୱାରରେ ପ୍ରବେଶ କରିବେ ଏବଂ ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story