ଲଗାତାର ୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ (ଓଡ଼ିଶା ରିପୋର୍ଟର): ନୂଆ ବର୍ଷରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ସାଧାରଣ ଲୋକେ କରିପାରିବେନି ମହାପ୍ରଭୁଙ୍କ ଦର୍ଶନ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଷନ କୁମାର ଏହି ସୂଚନା ଦେଇଛନ୍ତି। ନୂଆ ବର୍ଷରେ ଶ୍ରୀମନ୍ଦିରରରେ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। କେବଳ ନୂଆବର୍ଷ ନୁହେଁ, ତା’ ପୂର୍ବ ଦିନ ଅର୍ଥାତ୍ ଡିସେମ୍ବର ୩୧ ତାରିଖରେ ମଧ୍ୟ ସାଧାରଣ ଲୋକେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ସେହିଭଳି ନୂଆ ବର୍ଷ […]

puri

puri

Jitendra Garnayak
  • Published: Friday, 10 December 2021
  • Updated: 10 December 2021, 06:50 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ନୂଆ ବର୍ଷରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ସାଧାରଣ ଲୋକେ କରିପାରିବେନି ମହାପ୍ରଭୁଙ୍କ ଦର୍ଶନ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଷନ କୁମାର ଏହି ସୂଚନା ଦେଇଛନ୍ତି। ନୂଆ ବର୍ଷରେ ଶ୍ରୀମନ୍ଦିରରରେ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି।

କେବଳ ନୂଆବର୍ଷ ନୁହେଁ, ତା’ ପୂର୍ବ ଦିନ ଅର୍ଥାତ୍ ଡିସେମ୍ବର ୩୧ ତାରିଖରେ ମଧ୍ୟ ସାଧାରଣ ଲୋକେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ସେହିଭଳି ନୂଆ ବର୍ଷ ପରଦିନ ରବିବାର ପଡ଼ୁଥିବାରୁ, ସେଦିନ ବି ଦର୍ଶନ ବନ୍ଦ ରହିବ। ଆଜି ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି।

କୋଭିଡ୍ ପାଇଁ ଚଳିତ ବର୍ଷ ବିଭିନ୍ନ ପର୍ବପର୍ବାଣୀ ସମୟରେ ଶ୍ରୀମନ୍ଦିରକୁ ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ବନ୍ଦ ରଖାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story