ଦଶହରା ଓ କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ଜଗା ଦର୍ଶନ

ପୁରୀ (ଓଡ଼ିଶା ରିପୋର୍ଟର): ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଏହି ଦିନ ଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସ୍ଓପି ଜାରି କରାଯାଇଛି। ଏସ୍ଓପି ଅନୁସାରେ, ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର। ୧୬ ତାରିଖ ଭସାଣୀରେ ଦିନ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ। କୁମାର ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରଖାଯିବାକୁ […]

puri-2

puri-2

Tapaswini Nayak
  • Published: Thursday, 14 October 2021
  • Updated: 14 October 2021, 01:40 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଏହି ଦିନ ଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସ୍ଓପି ଜାରି କରାଯାଇଛି।

ଏସ୍ଓପି ଅନୁସାରେ, ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର। ୧୬ ତାରିଖ ଭସାଣୀରେ ଦିନ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ। କୁମାର ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ବନ୍ଦ ରହିବ।

ଏହାସହ ଶ୍ରୀମନ୍ଦିର ପରିସରକୁ ପଲିଥିନ ନେବାକୁ ସଂପୂର୍ଣ୍ଣ ନିଷେଧ କରାଯାଇଛି। ଶ୍ରୀମନ୍ଦିରକୁ ପଲିଥିନ ନେଲେ ଶହେ ଟଙ୍କା ଜରିମାନା ଲାଗିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ଜାରି କରାଯାଇଛି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ପାଇଁ ପୂଜା ପର୍ବାଣୀରେ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଗଣେଶ ପୂଜାରେ ମଧ୍ୟ ଶ୍ରୀମନ୍ଦିର ବନ୍ଦ ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story