Advertisment

ଶ୍ରୀମନ୍ଦିର ଦର୍ଶନ ହେଲା ଶେଷ ଦର୍ଶନ

ବିଶାଖାପାଟଣା ପାଖି ଦିବାକର ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯାଇଥିଲେ। ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ମା’ ଲକ୍ଷ୍ମୀଙ୍କ ଦର୍ଶନ ବେଳେ ହଠାତ୍‌ ଅଚେତ ହୋଇପଡିଲେ। ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Puri

Puri

Advertisment

ଶ୍ରୀମନ୍ଦିର ଦର୍ଶନ ହେଲା ଶେଷ ଦର୍ଶନ। ମା’ ଲକ୍ଷ୍ମୀଙ୍କ ଦର୍ଶନ ବେଳେ ଅଚେତ ହୋଇପଡିଲେ ଭକ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Advertisment

ବିଶାଖାପାଟଣା ପାଖି ଦିବାକର ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯାଇଥିଲେ। ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ମା’ ଲକ୍ଷ୍ମୀଙ୍କ ଦର୍ଶନ ବେଳେ ହଠାତ୍‌ ଅଚେତ ହୋଇପଡିଲେ। ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe