Advertisment

ଶ୍ରୀମନ୍ଦିର ରୋଷଘରେ ପଶିଲେ, ଭାଙ୍ଗି ଦେଲେ ୮୦ରୁ ଅଧିକ ଚୁଲା

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ରୋଷଘରେ ହୋଇଛି ବ୍ୟାପକ ଭଙ୍ଗାରୁଜା । ଗୋଟିଏ କି ଦୁଇଟି ନୁହେଁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଛି । ଶ୍ରୀମନ୍ଦିର ରୋଷ ଘରେ ଥିବା କୋଠଭୋଗ, ସାତପୁରି, ପିଠାଗଢ଼ା, ଥାଳିଆଡ଼ ଭଳି ଥିବା ବିଭିନ୍ନ ଚୁଲାକୁ କେହି ଭାଙ୍ଗି ଦେଇଛନ୍ତି । ଆଜି ସକାଳୁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଫଳରେ ଏହାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏତେ ସଂଖ୍ୟାରେ […]

ଅଦ୍ୟତନ ହୋଇଛି
ଶ୍ରୀମନ୍ଦିର ରୋଷଘରେ ପଶିଲେ, ଭାଙ୍ଗି ଦେଲେ ୮୦ରୁ ଅଧିକ ଚୁଲା

Puri Temple

Advertisment

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ରୋଷଘରେ ହୋଇଛି ବ୍ୟାପକ ଭଙ୍ଗାରୁଜା । ଗୋଟିଏ କି ଦୁଇଟି ନୁହେଁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଛି । ଶ୍ରୀମନ୍ଦିର ରୋଷ ଘରେ ଥିବା କୋଠଭୋଗ, ସାତପୁରି, ପିଠାଗଢ଼ା, ଥାଳିଆଡ଼ ଭଳି ଥିବା ବିଭିନ୍ନ ଚୁଲାକୁ କେହି ଭାଙ୍ଗି ଦେଇଛନ୍ତି । ଆଜି ସକାଳୁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଫଳରେ ଏହାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Advertisment

ଏତେ ସଂଖ୍ୟାରେ ଚୁଲାକୁ କିଏ ଓ କାହିଁକି ଭାଙ୍ଗିଲା ? କେଉଁ ଉଦ୍ଦେଶ୍ୟରେ ଏପରି କରାଯାଇଛି ? ଏହି ଭଙ୍ଗାରୁଜା ପଛରେ କାହାର ହାତ ରହିଛି ? ଶ୍ରୀମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ଜେଟିପି ଓ ଅନ୍ୟ ସୁରକ୍ଷାବଳ ଭଙ୍ଗାରୁଜା ସମୟରେ କଣ କରୁଥିଲେ ? ଏସବୁ ପ୍ରଶ୍ନର ଉତ୍ତର ଘାଣ୍ଟୁଛି ସ୍ଥାନୀୟ ପୁଲିସ୍‌।  ରୋଷଘରେ ଭଙ୍ଗା ଘଟଣା ପ୍ରଚାରିତ ହେବା ପରେ ଶ୍ରୀମନ୍ଦିରକୁ ଯାଇ ସ୍ଥିତି ପରଖିଛନ୍ତି ପୁରୀ ଜିଲ୍ଲାପାଳ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe