ଦେବସ୍ନାନ ପୂର୍ଣ୍ଣିମା ପାଇଁ ଜୋରଦାର ପ୍ରସ୍ତୁତି

ପୁରୀ(ଓଡ଼ିଶା ରିପୋର୍ଟର): ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ । ଅନ୍ୟପଟେ ଗତକାଲି ଶ୍ରୀଜୀଉଙ୍କ ସ୍ନାନ […]

debasnana-purnima

debasnana-purnima

Tapas Behera
  • Published: Monday, 21 June 2021
  • Updated: 21 June 2021, 04:41 PM IST

ପୁରୀ(ଓଡ଼ିଶା ରିପୋର୍ଟର): ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ ।

ଅନ୍ୟପଟେ ଗତକାଲି ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଥିଲା । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଏ ବର୍ଷ ବି ଘୋଷଯାତ୍ରା ବିନା ଭକ୍ତରେ ହେବାକୁ ଯାଉଛି। ମହାପ୍ରଭୁ ୧୦୮ ଗରା ପାଣିରେ ଗୋଧୋଇବେ । କିନ୍ତୁ ମହାବାହୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇପାରିବେନି ସାଧାରଣ ଭକ୍ତ । କରୋନା ଭାଇରସ ମହାମାରୀ ଯୋଗୁଁ ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଆସନ୍ତା ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story