ଆଜିଠୁ ୨ ଦିନ ଶ୍ରୀମନ୍ଦିର ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ଦୁଇ ଦିନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ଆଜି ଶ୍ରୀମନ୍ଦିର ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରହିବ । ସୋମବାର ପଞ୍ଚକ ପ୍ରଥମ ଦିନ ପଡୁଥିବାରୁ ଭିଡ଼ ଆଶଙ୍କାରେ ଶ୍ରଦ୍ଧାଳୁଙ୍କୁ ଆସିବାକୁ ବାରଣ କରାଯାଇଛି । ସୋମବାର ବଡ଼ ଏକାଦଶୀ ଓ ପହିଲି ପଞ୍ଚକରେ ଶ୍ରାମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ତେବେ ଭକ୍ତଙ୍କ ପାଇଁ କଟକଣାରୁ ଅଗଣିତ […]

puri temple

puri temple

Niharika Rout
  • Published: Sunday, 14 November 2021
  • Updated: 14 November 2021, 07:45 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ଦୁଇ ଦିନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ଆଜି ଶ୍ରୀମନ୍ଦିର ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରହିବ । ସୋମବାର ପଞ୍ଚକ ପ୍ରଥମ ଦିନ ପଡୁଥିବାରୁ ଭିଡ଼ ଆଶଙ୍କାରେ ଶ୍ରଦ୍ଧାଳୁଙ୍କୁ ଆସିବାକୁ ବାରଣ କରାଯାଇଛି ।

ସୋମବାର ବଡ଼ ଏକାଦଶୀ ଓ ପହିଲି ପଞ୍ଚକରେ ଶ୍ରାମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ତେବେ ଭକ୍ତଙ୍କ ପାଇଁ କଟକଣାରୁ ଅଗଣିତ ଦର୍ଶକ ପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ । ସେହିଭଳି ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଧ୍ୟ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story