ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତାକାଲିଠାରୁ ପୁରୀ ଜିଲ୍ଲା ବାହାର ଲୋକଙ୍କ ପାଇଁ ପୁଣି ବନ୍ଦ ହୋଇପାରେ ସ୍ୱର୍ଗଦ୍ୱାର। ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପୁରୀ ଜିଲ୍ଲା ପ୍ରଶାସନ ଏଦିଗରେ ଚିନ୍ତା କରୁଥିବା ସୂଚନା ମିଳିଛି। ଯଦିବା ଏପର୍ଯ୍ୟନ୍ତ ବିଧିବଦ୍ଧ ପ୍ରଶାସନ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ କିନ୍ତୁ ପୂର୍ବବର୍ଷ ଏଭଳି ପଦକ୍ଷେପ ନିଆଯାଇଥିଲା । ବାହାର ଜିଲ୍ଲାର ଲୋକ ଶବଦାହ ପାଇଁ ଆସୁଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଛି। ଏମିତିକି ଅସ୍ଥି ବିସର୍ଜନ ଓ ଶ୍ରାଦ୍ଧ ଆଦି କାର୍ଯ୍ୟରେ ମଧ୍ୟ ରୋକ ଲାଗିବା ନେଇ ସମ୍ଭାବନା ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।
Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।
Crime
ସ୍ୱାମୀଙ୍କୁ ପିଟି କଣ୍ଟାବୁଦାକୁ ଫିଙ୍ଗି ଦେଲେ, ସ୍ତ୍ରୀଙ୍କୁ ଦୁଷ୍କର୍ମ କଲେ
ଗତକାଲି ରାତି ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି।
Crime
ସାକ୍ଷୀଗୋପୀନାଥଙ୍କ ପାର୍ଶ୍ଵରେ ଥିବା ମଦନମୋହନ ମନ୍ଦିରରୁ ଚୋରି, ୨ ଗିରଫ
ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଚୋର ପ୍ରବେଶ କରିଥିବା ବେଳେ ରୋଷଶାଳା ପାଚେରୀ ଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି।