ପିପିଲି (ଦ୍ୱିତିକୃଷ୍ଣ ପଟ୍ଟନାୟକ): ଜଣେ ମହିଳାଙ୍କୁ ଡେଲାଙ୍ଗ ତହସିଲଦାରଙ୍କ ଦୁର୍ବ୍ୟବହାର ଅଭିଯୋଗ ଆସିଛି। କୌଣସି ସମସ୍ୟାର ସମାଧାନ ପାଇଁ ଜଣେ ମହିଳା ଡେଲାଙ୍ଗ ତହସିଲ କାର୍ଯ୍ୟାଳୟକୁ ଯାଇଥିଲେ। ହେଲେ ତହସିଲଦାର ନିବେଦିତା ପରିଡ଼ା ଉକ୍ତ ମହିଳାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।
ଏ ନେଇ ସୋଶାଲ୍ ମିଡିଆରେ ଏକ ଭିଡିଓ ଭାଇରାଲ୍ ମଧ୍ୟ ହୋଇଛି। ମହିଳା ଜଣଙ୍କ ଅଭିଯୋଗ କରିବାକୁ ଆସିଥିବା ବେଳେ ତହସିଲଦାର ତାଙ୍କ କଥା ନ ଶୁଣି ସେଠାରୁ ଚାଲିଯିବାକୁ କହୁଥିବା ଭିଡିଓରେ ଶୁଣିବାକୁ ମିଳୁଛି।
ତେବେ ଏ ନେଇ ତହସିଲଦାର ସଂପୃକ୍ତ ମହିଳାଙ୍କ ବିରୋଧରେ ପାଲଟା ଅଭିଯୋଗ ଆଣିଛନ୍ତି। ମହିଳା ଜଣକ ପୂର୍ବରୁ ଅନେକ ଥର ଅଫିସକୁ ଆସି ଗାଳି ଗୁଲଜ କରିଥିବା ତହସିଲଦାର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।
Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।
Crime
ସ୍ୱାମୀଙ୍କୁ ପିଟି କଣ୍ଟାବୁଦାକୁ ଫିଙ୍ଗି ଦେଲେ, ସ୍ତ୍ରୀଙ୍କୁ ଦୁଷ୍କର୍ମ କଲେ
ଗତକାଲି ରାତି ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି।
Crime
ସାକ୍ଷୀଗୋପୀନାଥଙ୍କ ପାର୍ଶ୍ଵରେ ଥିବା ମଦନମୋହନ ମନ୍ଦିରରୁ ଚୋରି, ୨ ଗିରଫ
ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଚୋର ପ୍ରବେଶ କରିଥିବା ବେଳେ ରୋଷଶାଳା ପାଚେରୀ ଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି।