ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ଭଉଁରୀ

ପୁରୀ(ଓଡ଼ିଶା ରିପୋର୍ଟର) ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ଭଉଁରୀ । ଭଉଁରୀରେ ରଥର ଚକ ଡେରା ପରଂପରା ରହିଥିବାରୁ ଜୋର ସୋରରେ ଚାଲିଛି କାମ । ସମୁଦାୟ ୪୨ ଟି ଚକ ମଧ୍ୟରୁ ୧୮ ଟି ଚକର କାର୍ଯ୍ୟ ଶେଷ ହୋଇଛି । ଏବେ ଅନ୍ୟ ଚକ ଗୁଡ଼ିକ ପାଇଁ ନିର୍ମିତ ହୋଇଥିବା ତୁମ୍ବରେ ଅର ଓ ପଇ ସଂଯୋଗ କାର୍ଯ୍ୟ ଜାରି ରହିଛି। ଭଉଁରୀ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । କୋଭିଡ୍ […]

puri

puri

Tapas Behera
  • Published: Wednesday, 02 June 2021
  • Updated: 02 June 2021, 04:02 PM IST

ପୁରୀ(ଓଡ଼ିଶା ରିପୋର୍ଟର) ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ଭଉଁରୀ । ଭଉଁରୀରେ ରଥର ଚକ ଡେରା ପରଂପରା ରହିଥିବାରୁ ଜୋର ସୋରରେ ଚାଲିଛି କାମ । ସମୁଦାୟ ୪୨ ଟି ଚକ ମଧ୍ୟରୁ ୧୮ ଟି ଚକର କାର୍ଯ୍ୟ ଶେଷ ହୋଇଛି । ଏବେ ଅନ୍ୟ ଚକ ଗୁଡ଼ିକ ପାଇଁ ନିର୍ମିତ ହୋଇଥିବା ତୁମ୍ବରେ ଅର ଓ ପଇ ସଂଯୋଗ କାର୍ଯ୍ୟ ଜାରି ରହିଛି। ଭଉଁରୀ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

କୋଭିଡ୍ କଟକଣା ଭିତରେ ରୀତିନୀତି ସଂପନ୍ନ କରିବା ପାଇଁ ଅଧିକ ପୁଲିସ ମୁତୟନ କରାଯିବ। ଏଥିସହ ଜନ ସାଧାରଣଙ୍କ ସହଯୋଗ ମଧ୍ୟ ଲୋଡ଼ିଛନ୍ତି ପୁରୀ ଏସ୍ପି । ସେହିପରି ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁଲିସ ପକ୍ଷରୁ ପ୍ରଥମ ବୈଠକ ହୋଇଛି । ଭଉଁରୀ ପରମ୍ପରା ଅନୁଯାୟୀ ଏହି ତିଥିରେ ତିନି ରଥର ଚକ ଅଖ ଡ଼େରା କାର୍ଯ୍ୟ ସମ୍ପନ୍ନ ହେବ।

ସେଥିପାଇଁ ତିନିଟି ରଥର ତିନିଟି ଅଖ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ବେଳେ ଅନ୍ୟ ଅଖ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଭଉଁରୀ ଅବସରରେ ଶ୍ରୀମନ୍ଦିରରେ ସକାଳ ଧୂପ ପରେ ପୂଜାପଣ୍ତା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ରଥଖଳାରେ ପହଞ୍ଚିବେ । ଏହା ପରେ ବିଶ୍ୱକର୍ମାମାନେ ଭୋଇ ସେବାୟତଙ୍କ ସହଯୋଗରେ ଚକ ଅଖ ଡ଼େରା କାର୍ଯ୍ୟ ସଂପନ୍ନ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story