ପୁରୀ(ଓଡ଼ିଶା ରିପୋର୍ଟର): ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା। ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ନ୍ୟୁ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ସ୍ୱାସ୍ଥ୍ୟ ବୀମା ସୁବିଧା ମିଳିବ। ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ହୋଇଛି। ପ୍ରତି ସେବାୟତ ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ ଲକ୍ଷର ବୀମା ସୁରକ୍ଷା ମିଳିବ।
ଗୁରୁତର ଅସୁସ୍ଥତା କ୍ଷେତ୍ରରେ ଅତିରିକ୍ତ ୧ ଲକ୍ଷ ଟଙ୍କା ସହାୟତା ମିଳିବ। ସେହିପରି କ୍ୟାନ୍ସର ଓ କିଡ୍ନୀ ପ୍ରତିରୋପଣ କ୍ଷେତ୍ରରେ ୨୫ ଜଣ ଚିକିତ୍ସିତ ବ୍ୟକ୍ତିଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା ସୁରକ୍ଷା ମିଳିବ। ଏହି ବୀମା ଯୋଜନା ଦ୍ୱାରା ୨୫ ଶହ ସେବକ ପରିବାର ଉପକୃତ ହେବେ। ଏହି ନିଷ୍ପତ୍ତି ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।
Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।
Crime
ସ୍ୱାମୀଙ୍କୁ ପିଟି କଣ୍ଟାବୁଦାକୁ ଫିଙ୍ଗି ଦେଲେ, ସ୍ତ୍ରୀଙ୍କୁ ଦୁଷ୍କର୍ମ କଲେ
ଗତକାଲି ରାତି ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି।
Crime
ସାକ୍ଷୀଗୋପୀନାଥଙ୍କ ପାର୍ଶ୍ଵରେ ଥିବା ମଦନମୋହନ ମନ୍ଦିରରୁ ଚୋରି, ୨ ଗିରଫ
ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଚୋର ପ୍ରବେଶ କରିଥିବା ବେଳେ ରୋଷଶାଳା ପାଚେରୀ ଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି।