ସମ୍ୱଲପୁର(ସଞ୍ଜୟ ଜେନା): କୁକୁଡ଼ାକୁ ଅଧାଗିଳିବା ପରେ ଉଗାଳିଲା ଅଜଗର। ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକର ଲରାସରା ଗାଁରେ ଏହି ଘଟଣା ଘଟିଛି। ପ୍ରାୟ ୭ ଫୁଟ ଲମ୍ବର ଏହି ଅଜଗର ସାପଟି କୁକୁଡ଼ା ଫାର୍ମରେ ପଶି ଗୋଟିଏ କୁକୁଡ଼ାକୁ ଗିଳୁଥିଲା। ଏହାଦେଖି ଫାର୍ମରେ କାମ କରୁଥିବା କର୍ମଚାରୀମାନେ ହୋହାଲ୍ଲା କରିଥିଲେ। ଏହାପରେ ସାପଟି କୁକୁଡ଼ାକୁ ପୁରା ଗିଳି ନପାରି ଉଗାଳି ପକାଇ ଥିଲା।
ଏନେଇ ଖବର ପାଇ ଧମା ଫରେଷ୍ଟ ରେଞ୍ଜର ଓ ଅନ୍ୟ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।