ବାହାରୁ କେହି କଟକ ଆସିଲେ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ

କଟକ(ଓଡ଼ିଶା ରିପୋର୍ଟର): ବାହାରୁ କେହି କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ ବାଧ୍ୟତାମୂଳକ ହୋଇଛି। କେବଳ କଟକ ନୁହେଁ ୫ଟି ଜିଲ୍ଲାରୁ ଆସିଲେ ମଧ୍ୟ କ୍ୱାରେଣ୍ଟିନ୍‌ରେ ରହିବାକୁ ହେବ। ସେହିଭଳି କଟକର ୫ଟି ବ୍ଲକରୁ ଆସିଲେ କ୍ୱାରେଣ୍ଟିନ ବାଧ୍ୟତାମୂଳକ କରାଯାଇଛି। ଏନେଇ CMC ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ୫ ଜିଲ୍ଲା ହେଲା- ଗଞ୍ଜାମ, ଖୋର୍ଦ୍ଧା, ଯାଜପୁର, ଗଜପତି ଓ ବାଲେଶ୍ୱର। ଏହିସବୁ ଜିଲ୍ଲାରୁ ଆସିଲେ ସେମାନଙ୍କ ପାଇଁ କ୍ୱାରେଣ୍ଟିନ୍‌ ବାଧ୍ୟତାମୂଳକ ହେବ। […]

890

890

Tapas Behera
  • Published: Sunday, 05 July 2020
  • Updated: 05 July 2020, 10:55 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ବାହାରୁ କେହି କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ ବାଧ୍ୟତାମୂଳକ ହୋଇଛି। କେବଳ କଟକ ନୁହେଁ ୫ଟି ଜିଲ୍ଲାରୁ ଆସିଲେ ମଧ୍ୟ କ୍ୱାରେଣ୍ଟିନ୍‌ରେ ରହିବାକୁ ହେବ। ସେହିଭଳି କଟକର ୫ଟି ବ୍ଲକରୁ ଆସିଲେ କ୍ୱାରେଣ୍ଟିନ ବାଧ୍ୟତାମୂଳକ କରାଯାଇଛି। ଏନେଇ CMC ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି।

ଏହି ୫ ଜିଲ୍ଲା ହେଲା- ଗଞ୍ଜାମ, ଖୋର୍ଦ୍ଧା, ଯାଜପୁର, ଗଜପତି ଓ ବାଲେଶ୍ୱର। ଏହିସବୁ ଜିଲ୍ଲାରୁ ଆସିଲେ ସେମାନଙ୍କ ପାଇଁ କ୍ୱାରେଣ୍ଟିନ୍‌ ବାଧ୍ୟତାମୂଳକ ହେବ। ସେହିଭଳି କଟକର ୫ ବ୍ଲକ ହେଲା- ନିଶ୍ଜିନ୍ତକୋଇଲି, ନରସିଂହପୁର, ମହାଙ୍ଗା, ବଡ଼ମ୍ବା ଓ ତିଗିରିଆ।

ଅଗନ୍ତୁକଙ୍କ ପାଖରେ ହୋମ୍ କ୍ୱାରେଣ୍ଟିନ୍ ସୁବିଧା ନଥିଲେ ସେ ସରକାରୀ କ୍ୱାରେଣ୍ଟିନ୍‌ରେ ରହିପାରିବେ ବୋଲି କୁହାଯାଇଛି। ଏହି ନିୟମ ତତ୍କାଳ ଲାଗୁ କରିବା ପାଇଁ CMC ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଅନ୍ୟପଟେ କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story