ପୁରୀ:(ଓଡ଼ିଶା ରିପୋର୍ଟର): ପୁରୀ କୁମ୍ଭାରପଡ଼ା ଥାନା ଆଇଆସିଙ୍କୁ କ୍ୱାରେଣ୍ଟାଇନ। ଥାନା ଆଇଆଇସିଙ୍କ ସମେତ ୩୦ ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କୁମ୍ଭାରପଡ଼ା ଥାନା ପରିସରକୁ ସାନିଟାଇଜ କଲା ଜିଲ୍ଲା ପ୍ରଶାସନ।
ଜଣେ ଗିରଫ ଅଭିଯୁକ୍ତର ପଜିଟିଭ ରିପୋର୍ଟ ଆସିବା ପରେ ଏହି ପଦକ୍ଷେପ ନିଆଯାଥିବା ପୁରୀ ଏସ୍ପି ଉମାଶଙ୍କର ଦାଶଙ୍କ ସୂଚନା ଦେଇଛନ୍ତି।ରାଜ୍ୟ ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ ବୋଲି ପୁରୀ ଏସ୍ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।