ବାହା ହେବାକୁ ବର ଆସିଲେ ପ୍ରଥମେ ୧୪ ଦିନ କ୍ୱାରେଣ୍ଟାଇନ୍‌ରେ ରହିବେ

ରାଉରକେଲା (ପବନ ତିୱାରୀ): ୧୪ଟି ଜିଲ୍ଲାର ଲୋକଙ୍କୁ ରାଉରକେଲା ଆସିବା ଉପରେ କଟକଣା ଲାଗିଥିବା ବେଳେ ବାହା ହେବାକୁ ବର ଆସିଲେ ପ୍ରଥମେ ୧୪ ଦିନ କ୍ୱାରେଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ଗଜପତି, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାର ଲୋକେ ରାଉରକେଲା ଆସିଲେ ୧୪ ଦିନ ସରକାରୀ କ୍ୱାରେଣ୍ଟାଇନରେ ରହିବେ ବୋଲି ଗତକାଲି ଅତିରିକ୍ତ […]

Marriage up

Marriage up

Jitendra Garnayak
  • Published: Sunday, 05 July 2020
  • Updated: 05 July 2020, 12:42 PM IST

Sports

Latest News

ରାଉରକେଲା (ପବନ ତିୱାରୀ): ୧୪ଟି ଜିଲ୍ଲାର ଲୋକଙ୍କୁ ରାଉରକେଲା ଆସିବା ଉପରେ କଟକଣା ଲାଗିଥିବା ବେଳେ ବାହା ହେବାକୁ ବର ଆସିଲେ ପ୍ରଥମେ ୧୪ ଦିନ କ୍ୱାରେଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ଗଜପତି, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାର ଲୋକେ ରାଉରକେଲା ଆସିଲେ ୧୪ ଦିନ ସରକାରୀ କ୍ୱାରେଣ୍ଟାଇନରେ ରହିବେ ବୋଲି ଗତକାଲି ଅତିରିକ୍ତ ଜିଲ୍ଲାପାଳ କହିଥିଲେ। ଏହା ବାଧ୍ୟତାମୂଳକ ବୋଲି ସେ କହିଥିଲେ। ଆଜି ସେ କହିଛନ୍ତି ଯେ ଏହି ସବୁ ଜିଲ୍ଲାଗୁଡ଼ିକୁ ରାଉରକେଲାରୁ କୌଣସି ବ୍ୟକ୍ତି ୫ ଘଣ୍ଟା ପାଇଁ ଗଲେ ବି ଫେରିଲା ପରେ କ୍ୱାରେଣ୍ଟାଇନ୍‌ରେ ରହିବେ। ରେଜିଷ୍ଟ୍ରେସନ ପରେ ସେ ୧୪ ଦିନ ପାଇଁ କ୍ୱାରେଣ୍ଟାଇନ୍‌ରେ ରହିବେ। ସେହିପରି ବାହାର ଜିଲ୍ଲାରୁ ୭୨ ଘଣ୍ଟା ପାଇଁ ରାଉରକେଲା ଆସିଲେ କ୍ୱାରେଣ୍ଟାଇନ୍ ଅନାବଶ୍ୟକ। ତେବେ ବାହାର ଜିଲ୍ଲାରୁ ଆସୁଥିବା ଲୋକେ କାହା ସହ ନମିଶି ନିଜ କାମ ସାରି ଫେରିପାରିବେ।

ସେ ପୁଣି କହିଛନ୍ତି ଯେ ଯଦି କୌଣସି ଲୋକ ହୋମ୍‌ କ୍ୱରେଣ୍ଟାଇନରେ ରହିବାକୁ ସୁବିଧା ଥିବ, ତା’ହେଲେ ସେମାନେ ସରକାରୀ କ୍ୱାରେଣ୍ଟାଇନରେ ନ ରହି ହୋମ କ୍ୱାରେଣ୍ଟାଇନରେ ରହିପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story