ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ସନ୍ଦେହ କରାଯାଉଛି। ଆଜି ଯୁକ୍ତ ୩ ତୃତୀୟ ସେମିଷ୍ଟରର ଗଣିତ (Hons.) ପରୀକ୍ଷା ଥିବା ବେଳେ ପ୍ରଶ୍ନ ଲିକ୍ ହୋଇଥିବା ନେଇ ସନ୍ଦେହ ଉପୁଜିଛି।
ଆଜି ଦିନ ୧ଟାରୁ ୪ଟା ମଧ୍ୟରେ ପରୀକ୍ଷା ହେବାର ଥିଲା । ହେଲେ ତା’ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ସନ୍ଦେହ କରାଯାଉଛି। ଫଳରେ ଆଜି ଦିନ ୧୨ଟା ୩୦ ମଧ୍ୟରେ ଇମେଲ୍ରେ ପ୍ରଶ୍ନ ପଠାଯିବ ଓ ଏହାକୁ ଡାଉନ୍ଲୋଡ୍ କରି ପରୀକ୍ଷା କରିବାକୁ କଲେଜଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କଲେଜକୁ ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହ ଅନ୍ୟ ପରୀକ୍ଷା ପାଇଁ କଲେଜକୁ ପ୍ରଶ୍ନପତ୍ର ମଧ୍ୟ ପଠାଯିବ ବୋଲି ଜଣାଇଛନ୍ତି ୟୁନିଭର୍ସିଟି କର୍ତ୍ତୃପକ୍ଷ। ତା’ସହ ପୂର୍ବରୁ ପଠାଯାଇଥିବା ପ୍ରଶ୍ନପତ୍ର ଗୁଡିକୁ ୟୁନିଭର୍ସିଟିକୁ ଫେରାଇବା ଲାଗି କଲେଜ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ କିଛି ଅସାଧୁ ବ୍ୟକ୍ତି ପ୍ରଶ୍ନପ୍ରତ୍ର ଲିକ୍ କରୁଥିବା କହିଛନ୍ତି ପରୀକ୍ଷା ନିୟନ୍ତ୍ରକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟଙ୍କୁ ନେଇ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବ ପ୍ରବାସୀ ଭାରତୀୟ ଏକ୍ସପ୍ରେସ। ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬, ଯାତ୍ରାର ସମୟ ଅବଧି ୩ ସପ୍ତାହ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Events & Festivals
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁଞ୍ଜିନିବେଶ କରିବାକୁ ଯେଉଁସବୁ ଆବଶ୍ୟକତା ଅଛି, ସେ ସବୁ ଓଡ଼ିଶାରେ ପୂରଣ ହେବ।