ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ‘ମୋ ସରକାର କାର୍ଯ୍ୟକ୍ରମ’ ପ୍ରସ୍ତୁତି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି ।
ଆଜିର ବୈଠକରେ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ୬୩୫ ଥାନାର ଆଇଆଇସିଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ । 5Tରେ ଭଲ କାମ କଲେ IICଙ୍କୁ ଆଗୁଆ ପଦୋନ୍ନତି ମିଳିବ। ଅଭିଯୋଗ ନେଇ ଥାନାକୁ ଆସୁଥିବା ଲୋକଙ୍କୁ କିଭଳି ବ୍ୟବହାର କରାଯିବ ? ମାମଲାର ଅନୁଧ୍ୟାନ କିପରି ହେବ ଏହାସହ ତଦନ୍ତ ପ୍ରକ୍ରିୟାକୁ ନେଇ ଅଭିଯୋଗକାରୀ ପକ୍ଷକୁ ଶୁଣାଯାଉଛି କି ନାହିଁ ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି ।
ଏସବୁ ଦିଗରେ ସିଧାସଳଖ ଭାବେ ଲୋକଙ୍କ ଫିଡବ୍ୟାକ୍ ନେବେ ମୁଖ୍ୟମନ୍ତ୍ରୀ । ମୋ ସରକାର କାର୍ଯ୍ୟକାରିତାକୁ ନେଇ IICଙ୍କୁ ଅବଗତ କରାଯାଇଛି । ଅକ୍ଟୋବର ଦୁଇ ତାରିଖରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ପ୍ରଥମ ପର୍ଯ୍ୟାୟରେ ଥାନା ଓ ହସ୍ପିଟାଲ୍ରୁ ନିଆଯିବ ଫିଡବ୍ୟାକ୍ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।