‘ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ଆୟୋଜିତ ‘ମୋ ସରକାର କାର୍ଯ୍ୟକ୍ରମ’ ପ୍ରସ୍ତୁତି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ଆଜିର ବୈଠକରେ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ୬୩୫ ଥାନାର ଆଇଆଇସିଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ । 5Tରେ ଭଲ କାମ କଲେ IICଙ୍କୁ ଆଗୁଆ ପଦୋନ୍ନତି ମିଳିବ। ଅଭିଯୋଗ ନେଇ ଥାନାକୁ ଆସୁଥିବା ଲୋକଙ୍କୁ କିଭଳି ବ୍ୟବହାର କରାଯିବ ? […]

cm-1..-

cm-1..-

Niharika Rout
  • Published: Saturday, 14 September 2019
  • Updated: 14 September 2019, 02:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ଆୟୋଜିତ ‘ମୋ ସରକାର କାର୍ଯ୍ୟକ୍ରମ’ ପ୍ରସ୍ତୁତି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି ।

ଆଜିର ବୈଠକରେ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ୬୩୫ ଥାନାର ଆଇଆଇସିଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ । 5Tରେ ଭଲ କାମ କଲେ IICଙ୍କୁ ଆଗୁଆ ପଦୋନ୍ନତି ମିଳିବ। ଅଭିଯୋଗ ନେଇ ଥାନାକୁ ଆସୁଥିବା ଲୋକଙ୍କୁ କିଭଳି ବ୍ୟବହାର କରାଯିବ ? ମାମଲାର ଅନୁଧ୍ୟାନ କିପରି ହେବ ଏହାସହ ତଦନ୍ତ ପ୍ରକ୍ରିୟାକୁ ନେଇ ଅଭିଯୋଗକାରୀ ପକ୍ଷକୁ ଶୁଣାଯାଉଛି କି ନାହିଁ ସେ  ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି ।

ଏସବୁ ଦିଗରେ ସିଧାସଳଖ ଭାବେ ଲୋକଙ୍କ ଫିଡବ୍ୟାକ୍ ନେବେ ମୁଖ୍ୟମନ୍ତ୍ରୀ । ମୋ ସରକାର କାର୍ଯ୍ୟକାରିତାକୁ ନେଇ IICଙ୍କୁ ଅବଗତ କରାଯାଇଛି । ଅକ୍ଟୋବର ଦୁଇ ତାରିଖରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ପ୍ରଥମ ପର୍ଯ୍ୟାୟରେ  ଥାନା ଓ ହସ୍ପିଟାଲ୍‌ରୁ ନିଆଯିବ ଫିଡବ୍ୟାକ୍ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos