ଆର୍. ସନ୍ଥଗୋପାଳନ ହେଲେ ଶ୍ରମ ଓ ଇଏସ୍‌ଆଇ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୦୧ ବ୍ୟାଚ୍‌ର ଆଇଏଏସ୍ ଆର୍.ସନ୍ଥଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ, ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ୧୯୯୫ ବ୍ୟାଚର ଆଇଏଏସ୍ ଚିତ୍ରା ଅରୁମୁଗମ୍‌ଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତି ଅରୁମୁଗମ୍ ୨୦୨୦ ଅଗଷ୍ଟ ମାସରୁ ଏହି ବିଭାଗରେ ଦାୟିତ୍ୱରେ ରହିଥିଲେ।  […]

lok seva bhawan

lok seva bhawan

Ordigital Desk
  • Published: Friday, 18 November 2022
  • Updated: 18 November 2022, 10:59 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୦୧ ବ୍ୟାଚ୍‌ର ଆଇଏଏସ୍ ଆର୍.ସନ୍ଥଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ, ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ୧୯୯୫ ବ୍ୟାଚର ଆଇଏଏସ୍ ଚିତ୍ରା ଅରୁମୁଗମ୍‌ଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତି ଅରୁମୁଗମ୍ ୨୦୨୦ ଅଗଷ୍ଟ ମାସରୁ ଏହି ବିଭାଗରେ ଦାୟିତ୍ୱରେ ରହିଥିଲେ।  ତେବେ ସ୍ୱାସ୍ଥ୍ୟଗତ କାରଣରୁ ଶ୍ରୀମତି ଅରୁମୁଗମଙ୍କ ଅନୁରୋଧରେ ସରକାର ତାଙ୍କୁ ଏହି ନୂଆ ଦାୟିତ୍ୱ ଦେଇଥିବା ଜଣାପଡ଼ିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos